Categories: ରାଜ୍ୟ

ବାଲିପାଟଣାର ବିଭିନ୍ନ ସ୍ଥାନରେ ପୋଲିସ ରେଡ୍‌, ବିପୁଳ ପରିମାଣର ବାଣ ଜବତ

ଭୁବନେଶ୍ୱର(କେନ୍ଯୁଜ୍) : ଭୁବନେଶ୍ୱର ଉପକଣ୍ଠ ବାଲିପାଟଣାରେ ପୋଲିସ ରେଡ୍‌। ବିଭିନ୍ନ ସ୍ଥାନରେ ରେଡ୍‌ କରି ପୋଲିସ ବିପୁଳ ପରିମାଣର ବାଣ ଜବତ କରିଛି। ଏସବୁ ବାଣ ବେଆଇନ ଭାବେ ତିଆରି କରାଯାଉଥିଲା। ବାଲିପାଟଣା ଥାନା ଆଇଆଇସି ଆକାସ ଚନ୍ଦ୍ର ରଣାଙ୍କ ନେତୃତ୍ୱରେ ଚାଲିଛି ରେଡ୍‌।

ଗତ ଦୁଇ ଦିନ ତଳେ ବନମାଳିପୁର ନୂଆସାହି ଗାଁରେ ବେଆଇନ ଭାବେ ବାଣ ଭିଡୁଥିବାବେଳେ ବଡ ଧରଣର ବିସ୍ଫୋରଣ ହୋଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କର ପତ୍ତା ମିଳୁନାହିଁ। ଏହି ଘଟଣା ପରେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ତଲାସୀ ଚାଲିଛି। ୨ରୁ ଅଧିକ ମାମଲା ରୁଜୁ କରିଛି ପୋଲିସ।

KNews Bureau

Recent Posts

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

1 min ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

12 mins ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

21 mins ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

51 mins ago

ଛେପ ପକାଇ ମୁହଁ ମସାଜ୍‌ କରୁଥିଲେ ସେଲୁନ୍‌ କର୍ମଚାରୀ, ସିସିଟିଭିରେ ଭିଡିଓ କଏଦ୍‌

ଆଜିକାଲି ପାର୍ଲର ଯିବା ଏକ ପ୍ରକାର ଫେସନ୍‌ ହୋଇଗଲାଣି । ଅଧିକାଂଶ ଯୁବପିଢ଼ି ପାର୍ଲର ଯିବାକୁ ପସନ୍ଦ କରିଥାଆନ୍ତି ।…

2 hours ago

ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ପର୍ଯ୍ୟଟକ, ଲାଇଫଗାର୍ଡଙ୍କ ଦ୍ୱାରା ଉଦ୍ଧାର

ଗୋପ : ଶେଷ  ରଜରେ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସମେତ ଚନ୍ଦ୍ରଭଗା ଓ ରାମଚଣ୍ଡୀ ପୀଠରେ ନାହିଁ ନଥିବା ଭିଡ଼…

2 hours ago