Categories: ରାଜ୍ୟ

ମୋହନା: ବିଭିନ୍ନ ବାଲିଘାଟ ରେ ଚଢ଼ାଉ କରି ପାଞ୍ଚ ବାଲି ଟ୍ରାକ୍ଟର ଜବତ, ଆଦାୟ ହେଲା ୫୮.୫୨୫ ଟଙ୍କାର ଜରିମାନା

ମୋହନା(କେନ୍ୟୁଜ୍): ଗଜପତି ଜ଼ିଲ୍ଲା ମୋହନା ତହସିଲ ପକ୍ଷରୁ ଅଞ୍ଚଳର ବିଭିନ୍ନ ବାଲିଘାଟ ରେ ଚଢ଼ାଉ କରାଯାଇ ୫ଟି ବେଆଇନ ବାଲି ବୋଝଇ ଟ୍ରାକ୍ଟର ଜବତ କରାଯିବା ସହ ଜୋରିମାନା ଆଦାୟ କରାଯାଇଛି l

ମୋହନା ତହସିଲଦାର ପେଟ୍ରୋଲିଂ କଲାବେଳେ କର୍ଚ୍ଚବାଡ଼ି ଏବଂ ନଳାଘାଟ ଅଞ୍ଚଳରୁ ଟ୍ରାକ୍ଟର ଗୁଡିକ ଜବତ କରାଯାଇଥିବା ଜଣାପଡିଛି l ଉକ୍ତ ଟ୍ରାକ୍ଟର ଗୁଡିକରୁ ଜୋରିମାନା ବାବଦକୁ ୫୮.୫୨୫ଟଙ୍କା ଆଦାୟ କରାଯାଇଥିବା ତହସିଲ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି l

KNews Bureau

Recent Posts

ଭୁବନେଶ୍ବରରୁ ସିଧା ମାଲେସିଆ, ସପ୍ତାହରେ ଚାରି ଦିନ ଉଡ଼ିବ ବିମାନ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…

58 seconds ago

ମହାକାଳପଡ଼ା: ଗାତରେ ଫସିଗଲା ବଉଳା କୁମ୍ଭୀର

ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର ।  ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର ।  କେନ୍ଦ୍ରାପଡା…

15 mins ago

ଜୁନରୁ ଆରମ୍ଭ ଯୁକ୍ତ ତିନି ନାମଲେଖା ପ୍ରକିୟା, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…

23 mins ago

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି, ବୋହୂକୁ ଏମିତି ଅଫର ଦେଲା ଶଶୁର

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…

44 mins ago

ଯୁବକ ଗିଳିଦେଲେ ଛୁଞ୍ଚି, ଲୁହା କଣ୍ଟା ଓ ନଟ-ବୋଲ୍ଟ, ମାନସିକ ସ୍ତରରେ ଦୁର୍ବଳ ହୋଇ କଲେ ଏମିତି କାଣ୍ଡ

ରାଜସ୍ଥାନ ଜୟପୁରସ୍ଥିତ ଏସଏମଏସ ସରକାରୀ ଡାକ୍ତରଖାନାର ଡାକ୍ତରମାନେ ଲେପ୍ରୋସ୍କୋପି ସାହାଯ୍ୟରେ ଜଣେ ଯୁବକଙ୍କର ଅପରେସନ୍ କରିଛନ୍ତି ଏବଂ ଯୁବକଙ୍କ ପେଟରୁ…

45 mins ago

୧୦ ଟଙ୍କିଆ ଥଣ୍ଡା ପାନୀୟ ଭିତରୁ ବାହାରିଲା କଣ୍ଡୋମ୍: ଆଶ୍ଚର୍ଯ୍ୟ ଲାଗୁଛି ନା, କିନ୍ତୁ ଘଟଣାଟି ସତ

ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…

1 hour ago