ରାଜ୍ୟ

ମନସୁନ ଟ୍ରପ୍ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର : ମନସୁନ ଟ୍ରପ୍ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏ ବର୍ଷା ଲାଗି ରହିବ । ଆସନ୍ତାକାଲି ଉପକୂଳ ଓଡ଼ିଶା ଓ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ କନ୍ଧମାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୩ରେ ବଢ଼ିବ ବର୍ଷା ପରିମାଣ ।

୨୩ ତାରିଖରେ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘ଼ଡ଼ି ଓ ବଜ୍ରପାତର ଆଶଙ୍କା ରହିଛି । ଏନେଇ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Niharanjan

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

23 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

28 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago