Below header

ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ! ୧୫ରୁ ୨୦ ଜଣ ବରିଷ୍ଠ ନେତା ବୈଠକରେ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ନିର୍ବାଚନ ରଣନୀତି ଉପରେ ହୋଇପାରେ ଆଲୋଚନା ।

ଭୁବନେଶ୍ୱର (କେନ୍ୟୁଜ୍‌) : ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ! ୧୫ରୁ ୨୦ ଜଣ ବରିଷ୍ଠ ନେତା ବୈଠକରେ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ନିର୍ବାଚନ ରଣନୀତି ଉପରେ ହୋଇପାରେ ଆଲୋଚନା । ଏହାସହ ମେଣ୍ଟ ପ୍ରସଙ୍ଗରେ ମଧ୍ୟ ଚର୍ଚ୍ଚା ହେବାର ସମ୍ଭାବନା ରହିଛି। ଗତ କିଛି ଦିନ ହେଲା ରାଜ୍ୟରେ ମେଣ୍ଟ ଚର୍ଚ୍ଚା ଜୋର ଧରିଥିବା ବେଳେ ଆସନ୍ତାକାଲିର ବୈଠକ ବେଶ ଗୁରୁତ୍ବ ବହନ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.