Below header

ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ବପୂର୍ଣ୍ଣ ବୈଠକ

ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ବପୂର୍ଣ୍ଣ ବୈଠକ। ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେବୈଠକ ବସିଛି।

ଭୁବନେଶ୍ୱର : ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ବପୂର୍ଣ୍ଣ ବୈଠକ। ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେବୈଠକ ବସିଛି। ୨୦୨୪ ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା କରାଯାଉଛି। ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଆଇନଶୃଙ୍ଖଳା ଏଡିଜି, ଗୁଇନ୍ଦା ଆଇଜି, SIW ଡିଆଇଜି ଏବଂ ବହୁ ବରିଷ୍ଠ ଅଧିକାରୀଙ୍କ ସହ ସବୁ ଜିଲ୍ଲାର ଏସପି ସାମିଲ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.