ଆଜି ସନ୍ଧ୍ୟା ୫ଟା ୩୦ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବସିବ ବୈଠକ। ବୈଠକରେ ୮ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର। କ୍ୟାବିନେଟ୍‌ ବୈଠକରେ ଆଜି କିଛି ବଡ଼ ନିଷ୍ପତ୍ତି ହୋଇପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.