ଆଜି ସନ୍ଧ୍ୟା ୫ଟା ୩୦ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବସିବ ବୈଠକ। ବୈଠକରେ ୨୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର। ଗ୍ରାମାଞ୍ଚଳରେ ପାନୀୟ ଜଳ, କ୍ୟାଡର ରୁଲ ସଂଶୋଧନ ପ୍ରସ୍ତାବ ଆସିବା ସମ୍ଭାବନା ରହିଛି। ନିଯୁକ୍ତି ସମ୍ପର୍କିତ ନିଷ୍ପତ୍ତି ସହ ବିଭିନ୍ନ ବିଭାଗର ପ୍ରସ୍ତାବ ଆସିବା ବି ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.