Below header

ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ପୁରୀ ସଂସଦୀୟ କ୍ଷେତ୍ରକୁ ନେଇ ଆଲୋଚନ

ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ l ସୂଚନା ଅନୁସାରେ ପୁରୀ ସଂସଦୀୟ କ୍ଷେତ୍ରକୁ ନେଇ ଆଲୋଚନ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ।

ଭୁବନେଶ୍ୱର : ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ l ସୂଚନା ଅନୁସାରେ ପୁରୀ ସଂସଦୀୟ କ୍ଷେତ୍ରକୁ ନେଇ ଆଲୋଚନ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଏଥିରେ ଯୋଗ ଦେବାକୁ ନବୀନ ନିବାସରେ ପହଞ୍ଚିଛନ୍ତି ନୟାଗଡ଼ ବିଧାୟକ ଅରୁଣ ସାହୁ, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ , ପିପିଲି ବିଧାୟକ ରୁଦ୍ର ମହାରଥୀ ପ୍ରମୁଖ । ପୂର୍ବରୁ ଗତ ଗୁରବାର ନିର୍ବାଚନୀ ରଣକୌଶଳ ନେଇ ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିଥିଲେ ସୁପ୍ରିମୋ ନବୀନ ପଟ୍ଟନାୟକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.