ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏବେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏଖ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହାର ପ୍ରଭାବ କେଉଁଠି ଓ କଣ ରହିବ ସେନେଇ କୌଣସି ସୂଚନା ମିଳି ନାହିଁ ।

You might also like