ରାଜ୍ୟ

ଉଦଘାଟିତ ହେଲା କିଟ୍‌ ପଲିଟେକ୍‌ନିକର ବାର୍ଷିକ ଉତ୍ସବ କୁହୁତାନ ୨୦୨୦, ଉଦଘାଟନ କଲେ କିଟ ଓ କିସର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): ଉଦଘାଟିତ ହେଇଛି କୁହୁତାନ ୨୦୨୦ । କିଟ୍‌ ପଲିଟେକ୍‌ନିକର ବାର୍ଷିକ ଉତ୍ସବ କୁହୁତାନ ୨୦୨୦ର ଉଦଘାଟନ କରିଛନ୍ତି କିଟ ଓ କିସର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ । ମୁଖ୍ୟ ଅତିଥି ଭାବେ ଡକ୍ଟର କେ.ରାମ ଯୋଗଦେଇଥିଲେ। ତାଙ୍କୁ ଡକ୍ଟର ଅଚ୍ୟୁତ ସାମନ୍ତ ସମ୍ମାନିତ କରିଥିଲେ। ଛାତ୍ରଛାତ୍ରୀମାନେ କିପରି ଆଗକୁ ବଢିବେ ସେ ନେଇ ପିଲାଙ୍କୁ ବୁଝାଇଥିଲେ ଡକ୍ଟର କେ. ରାମ। ପିଲାମାନେ କିପରି ଉଜ୍ୱଳ ଭବିଷ୍ୟତ ଗଢିବେ ସେ ନେଇ ପରାମର୍ଶ ଦେଇଥିଲେ ଡକ୍ଟର ଅଚ୍ୟୁତ ସାମନ୍ତ। ଏହି ଅବସରରେ ‘କର୍ମକାର’ ପତ୍ରିକା ଉନ୍ମୋଚିତ ହୋଇଥିଲା। କିଟ୍‌ ଓ କିସ ର ସମ୍ପାଦକ, ଆର୍‌.ଏନ ଦାସ୍‌., କିଟ୍‌ ପଲିଟେକନିକ୍‌ର ଅଧ୍ୟକ୍ଷ ଡକ୍ଟର ପି.ଆର ତ୍ରିପାଠୀଙ୍କ ସମେତ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଏହି ଅବସରରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

 

KNews Bureau

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

9 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

11 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

47 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

58 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago