ରାଜ୍ୟ

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ, ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କଲେ ଲୋକାର୍ପଣ

ନୂଆପଡ଼ା: ନୂଆପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୩ ଶହ ୩୭ କୋଟିର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା କାର୍ଯ୍ୟକ୍ରମ ରହିଛି । ସେହିପରି ୫୦ କୋଟିର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

ଜିଲ୍ଲାର ବହୁପ୍ରତିକ୍ଷୀତ ୨ ହଜାର କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ ହେବ । ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଜିଲ୍ଲାର ୧୩ ହଜାର ହେକ୍ଟର ଜମି ଓ ପଡୋଶୀ ବଲାଙ୍ଗିର ଜିଲ୍ଲାର ୧୬ ହଜାର ହେକ୍ଟର ଚାଷ ଜମି ଜଳସେଚିତ ହେବ । ଏହାପରେ ମୁଖ୍ୟମନ୍ତ୍ରୀ ଖଡିଆଳ ରାଜା ଆର୍ତତ୍ରାଣ ହାଇସ୍କୁଲ ପଡିଆ ପହଞ୍ଚି ସେଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Sonalisa

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

33 seconds ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

6 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

36 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

44 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago