କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି, ଜାନୁଆରୀ ଠାରୁ ହେବ ଲାଗୁ

କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବୃଦ୍ଧି । ମାସିକ ୧୩,୮୦୦ରୁ ୨୦ ହଜାର ଟଙ୍କାକୁ ବୃଦ୍ଧି । ପାରିଶ୍ରମିକ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପିଛିଲା ଭାବେ ୨୦୨୩ ଜାନୁଆରୀଠାରୁ ଲାଗୁ ହେବ ।

ଭୁବନେଶ୍ୱର(କେନ୍ୟୁଜ୍‌): କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବୃଦ୍ଧି । ମାସିକ ୧୩,୮୦୦ରୁ ୨୦ ହଜାର ଟଙ୍କାକୁ ବୃଦ୍ଧି । ପାରିଶ୍ରମିକ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପିଛିଲା ଭାବେ ୨୦୨୩ ଜାନୁଆରୀଠାରୁ ଲାଗୁ ହେବ । କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ହେବେ ଉପକୃତ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.