Below header

ବାଲୁକାକଳା ମାଧ୍ୟମରେ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବାଲୁକାକଳା ମାଧ୍ୟମରେ ସ୍ୱାଧୀନତାର ଶୁଭେଚ୍ଛା । ୭୪ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏହି ବାଲୁକାକଳାରେ ଦେଶର ସମସ୍ତ ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦେଶର ଯବାନଙ୍କ ସମେତ କରୋନା ମହାମାରୀ ସମୟରେ କାର୍ଯ୍ୟରତ ସମସ୍ତ କୋଭିଡ ଯୋଦ୍ଧାଙ୍କୁ ସଲାମ୍‌ ଜଣାଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.