କେନ୍ୟୁଜ୍(ବ୍ୟୁରୋ): ଜୁନିୟର ହକି ବିଶ୍ୱକପ୍ ରେ କ୍ୱାଟର ଫାଇନାଲସ୍ଥାନ ପକା କଲା ଭାରତ। ପୋଲାଣ୍ଡକୁ ୮-୨ ଗୋଲରେ ହରେଇ କ୍ୱାଟର ଫାଇନାଲରେ ପ୍ରବେଶ କଲା ଭାରତ। ଭାରତ ତରଫରୁ ସୁଦୀପ ଚିର୍ମାକୋ, ଉପ ଅଧିନାୟକ ସଞ୍ଜୟ ଓ ଅର୍ଜିତ ସିଂ ହୁଣ୍ଡଲ ସର୍ବାଧିକ ଦୁଇଟି ଲେଖାଏଁ ଗୋଲ୍ ସ୍କୋର କରିଥିବା ବେଳେ ଉତ୍ତମ ସିଂ ଓ ସାରଦ ନନ୍ଦ ତିୱାରୀ ଗୋଟିଏ ଲେଖାଏଁ ଗୋଲ୍ କରିଥିଲେ।
ଅପରପକ୍ଷରେ ପୋଲାଣ୍ଡ କେବଳ ୨ ଟି ଗୋଲ୍ କରିବାରେ ସକ୍ଷମ ହୋଇଥିଲା। ଏହା ସହିତ ଓଡ଼ିଆ ପୁଅ ସୁଦୀପ୍ ଚିର୍ମାକୋଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ ପ୍ରଦାନ କରାଯାଇଛି।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…