କିସ୍ରେ ଉଦଘାଟିତ ହେଲା ଇଣ୍ଡୋ- କୋରିଆ ସାଂସ୍କୃତିକ ଓ ବିଜ୍ଞାନ ଅନୁଷ୍ଠାନ। ଏହି ଅବସରରେ କିଟ୍ ଓ କିସ୍ ପରିଦର୍ଶନରେ ଆସିଥିବା ସାଉଥ୍ କୋରିଆ ହାନ୍ସିଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ପ୍ରତିନିଧି ଓ ପ୍ରଫେସର କିମ୍ ଉପସ୍ଥିତ ଥିଲେ। ଦୀର୍ଘ ୧୨ ବର୍ଷ ଧରି କିଟ୍ ଓ କିସ୍ ଜରିଆରେ କୋରିଆ ଓ ଭାରତ ମଧ୍ୟରେ ସାଂସ୍କୃତିକ, ଶୈକ୍ଷିକ ଓ ବିଜ୍ଞାନ ଭିତ୍ତିକ ସମ୍ପର୍କ ଦୃଢ ହୋଇପାରିଛି ବୋଲି ପ୍ରଫେସର କିମ୍ ମତ ପ୍ରକାଶ କରିଛନ୍ତି । ଏହି ଅବସରରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କିସ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡକ୍ଟର ପ୍ରଶାନ୍ତ କୁମାର ରାଉତରାୟ, ସିଓଓ ସୂଯ୍ୟର୍କାନ୍ତ ମହାନ୍ତି ଓ ନିର୍ଦେଶକ ଡକ୍ଟର. ପି.କେ.ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…
ଭୁବନେଶ୍ୱର(କେନ୍ୟୁଜ୍): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…
ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ବର୍ତ୍ତମାନ ଚର୍ଚ୍ଚାରେ । ଗମ୍ଭୀରଙ୍କ ମେଣ୍ଟରଶିପ୍ରେ କୋଲକାତା ନାଇଟ୍ ରାଇଡର୍ସ (KKR)…
ଭୁବନେଶ୍ୱର(କେନ୍ୟୁଜ୍): ପାରିବାରିକ ମାସିକ ପତ୍ରିକା କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ। ଭୁବନେଶ୍ବର ଭରତପୁର ବସ୍ତିରେ…