Below header

ସୂଚନା ଓ ଲୋକସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଇନ୍ଦ୍ରମଣି ତ୍ରିପାଠୀ

ଭୁବନେଶ୍ବର : ସୂଚନା ଓ ଲୋକସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଇନ୍ଦ୍ରମଣି ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ବିଭାଗର କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।

ଦାୟିତ୍ୱ ଗ୍ରହଣ ପରେ ବିଭାଗୀୟ ଅଧିକାରୀଙ୍କ ସହ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଆଲୋଚନା କରିଛନ୍ତି । ପୂର୍ବରୁ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ପଦରୁ କୃପାସିନ୍ଧୁ ମିଶ୍ର ଚାକିରିରୁ ଅବସର ନେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.