ରାଜଧାନୀରେ ଚାଞ୍ଚଲ୍ଯ: ଡ୍ରେନରୁ ଉଦ୍ଧାର ହେଲା ନବଜାତ ଶିଶୁର ମୃତଦେହ

ଭୁବନେଶ୍ବର: ରାଜଧାନୀରେ ଅଭାବନୀୟ ଘଟଣା। ଡ୍ରେନରୁ ଉଦ୍ଧାର ହେଲା ନବଜାତ ଶିଶୁର ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ଚନ୍ଦ୍ରଶେଖରପୁର ଥାନା ନିକଟସ୍ଥ ନିଳାଦ୍ରୀ ବିହାର ଅଞ୍ଚଳରେ । ଏହି ଅଞ୍ଚଳରେ ଏକ ନବଜାତର ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ କେହି ନାଳ ଭିତରେ ଫୋପଡି ଦେଇ ପଳାଇଥିବା ସନ୍ଦେହ କରାଯାଉଛି। ତେବେ ଏନେଇ ଜାଣିବାପରେ  ଚନ୍ଦ୍ରଶେଖର ପୋଲିସ ଘଟଣାର ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.