Categories: ରାଜ୍ୟ

ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲା ଧଉଳି ଏକ୍ସପ୍ରେସ, ବ୍ରେକରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଚକାରେ ନିଆଁ ଲାଗି ବାହାରିଲା ଧୁଆଁ

ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲା ଧଉଳି ଏକ୍ସପ୍ରେସ। ପୁରୀ- ହାଓଡ଼ା ଧଉଳି ଏକ୍ସପ୍ରେସ ହାଓଡ଼ାରୁ ଆସୁଥିବା ବେଳେ ସୋର ଷ୍ଟେସନ ଠାରେ D1 ବଗିରେ ନିଆଁ ଲାଗିଥିବା ଦେଖାଯାଇଥିଲା। ଟ୍ରେନର ବ୍ରେକରେ କିଛି ଯାନ୍ତ୍ରିକ ତ୍ରୁଟି କାରଣରୁ ଧୁଆଁ ବାହାରୁଥିବା ଜଣାପଡ଼ିଥିଲା । ନିଆଁ ଲିଭାଇବାକୁ ଷ୍ଟେସନ କର୍ମଚାରୀ ଓ ଜିଆର୍‌ପି ଉଦ୍ୟମ କରିଥିଲେ।

 

KNews Bureau

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

17 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

17 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

21 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

44 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

52 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

58 mins ago