କିଟ୍ ବିଜୁ ପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମରେ ପାଳିତ ହେଲା ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ

କିଟ୍ ବିଜୁ ପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହ ଉଦଘାଟିତ । ମୁଖ୍ୟ ଅତିଥି ଭାବେ ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗ ଦେଇଥିଲେ ।

କିଟ୍ ବିଜୁ ପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହ ଉଦଘାଟିତ । ମୁଖ୍ୟ ଅତିଥି ଭାବେ ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗ ଦେଇଥିଲେ । ଭିନ୍ନକ୍ଷମଙ୍କୁ ସ୍ବାବଲମ୍ବୀ କରାଇବା ଆବଶ୍ୟକ ବୋଲି ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି । ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ, ବିଧାୟକ ସୁଶାନ୍ତ ରାଉତ ।

ଅନ୍ୟ ମାନଙ୍କ ମଧ୍ୟରେ ବିଭାଗୀୟ ସଚିବ ବିଷ୍ଣୁପଦ ସେଠୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ରାଜ୍ୟ ସରକାର ଭିନ୍ନକ୍ଷମଙ୍କ ପାଇଁ କରିଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ ଅତିଥି । ତିନି ଦିନିଆ ଏହି କାର୍ଯ୍ୟକ୍ରମରେ ଫଟୋ ପ୍ରଦର୍ଶନୀ, ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଚାଲିବ। …

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.