ଗାନ୍ଧୀ ଜୟନ୍ତୀ ଅବସରରେ ଶିଳ୍ପୀ ମାନସ ସାହୁଙ୍କ ଦ୍ବାରା ପୁରୀ ବେଳାଭୂମିରେ ବାଲୁକା କଳା

ପୁରୀ(କେନ୍ଯୁଜ୍): ଗାନ୍ଧୀ ଜୟନ୍ତୀ ଅବସରରେ ପୁରୀ ବେଳାଭୂମିରେ ବାଲୁକ କଳା । ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ପୁରୀ ବେଳାଭୂମିରେ ଗାନ୍ଧୀଙ୍କ ପ୍ରତିମୁର୍ତ୍ତି ନିର୍ମାଣ କରିଛନ୍ତି ।
ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସଙ୍କୁ ୭ ଘଣ୍ଟା ସମୟ ଲାଗିଥିଲା । ୧୫ ଫୁଓ ଓସାର ବିଶିଷ୍ଟ ପ୍ରତିମୂର୍ତ୍ତି ନିର୍ମାଣ କରିବାକୁ ୧୫ ଟନ୍ ବାଲି ଉପଯୋଗ କରାଯାଇଛି ।