Below header

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା

ପୁରୀ(କେନ୍ୟୁଜ୍) : ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ଆୟୋଜିତ ହୋଇଛି ବାଲୁକାକଳା ପ୍ରଦର୍ଶନୀ। ଯୋଗ ଓ ପ୍ରାଣାୟମ ଭାରତୀୟ ସଂସ୍କୃତିର ଆଧାର। ଯୋଗର ଉପକାରିତା ନେଇ ଲୋକମାନଙ୍କ ମଧ୍ୟରେ ସଚେତନତା କରିବା ଉଦ୍ଦେଶ୍ୟରେ ବଲୁକାକଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏହାକୁ ଦେଖିବା ପାଇଁ ପୁରୀ ବେଳାଭୂମିରେ ଦର୍ଶକଙ୍କ ଭିଡ ଜମୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.