ରାଜ୍ୟ

ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ

ସମ୍ବଲପୁର(କେନ୍ୟୁଜ):  ସମ୍ବଲପୁରରେ ପୁଣି ବଢିଲା ଇଣ୍ଟରନେଟ୍‌ କଟକଣା। ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍‌ ସେବା। ହ୍ଵାଟ୍ସଆପ୍‌, ଟୁଇଟର୍‌, ଫେସବୁକ, ଇନଷ୍ଟାଗ୍ରାମ୍‌ ବନ୍ଦ ରହିବ ।

ସମସ୍ତ ମୋବାଇଲ୍‌ ସେବା ପ୍ରଦାନକାରୀଙ୍କ ଇଣ୍ଟରନେଟ୍‌ ଓ ଡାଟା ସର୍ଭିସ ବନ୍ଦ ରହିବ । ସେହିପରି ବନ୍ଦ ରହିବ ବ୍ରଡବ୍ୟାଣ୍ଡ ଡାଏଲ ଆପ୍‌ ସିଷ୍ଟମ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଶାନ୍ତି ବଜାୟ ରଖିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି

Niharanjan

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

21 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

29 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

44 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

50 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago