ରାଜ୍ୟ

ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣା: ପ୍ରାଥମିକ ପର୍ଯ୍ୟାୟରେ ୪ଜଣ ପ୍ରମୁଖ ସେବକଙ୍କୁ ପଚରାଉଚରା

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣା । ଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ସୁରକ୍ଷା ପ୍ରଶାସକଙ୍କ ଦ୍ୱାରା ଆରମ୍ଭ ହୋଇଛି ତଦନ୍ତ । ପ୍ରାଥମିକ ପର୍ଯ୍ୟାୟରେ ରୋଷଘର ସହ ସଂପୃକ୍ତ ଥିବା ୪ଜଣ ପ୍ରମୁଖ ସେବକଙ୍କୁ ପଚରାଉଚରା କରାଯାଇଛି ।

ବିଶେଷ କରି ରୋଷ ପାଇକ, ରୋଷ ଦୁଆରୀ, ଅଙ୍ଗରୁଆ ସେବକ, ଧୋପଖାଳ ସେବକଙ୍କ ସହ ଘଟଣା ଦିନ ନିୟୋଜିତ ଜେଟିପି ପୋଲିସଙ୍କୁ ତଦନ୍ତରେ ସାମିଲ କରାଯାଇଛି । କେଉଁମାନ ଚୁଲି ଭାଙ୍ଗିଛନ୍ତି, ତାହା ସ୍ପଷ୍ଟ କରିନି ପ୍ରଶାସନ । ଅନ୍ୟପଟେ ଭଙ୍ଗା ଯାଇଥିବା ଚୁଲି ଗୁଡିକର ପୁନଃ ମରାମତି କାମ ଜାରି ରହିଛି ।

 

 

Sonalisa

Recent Posts

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

9 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

17 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

22 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

25 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

39 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

53 mins ago