ଭୁବନେଶ୍ବର(କେନ୍ୟୁଜ୍) : ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆସନ୍ତା ୨୨ ତାରିଖରେ ବସିବ ଆନ୍ତଃରାଜ୍ୟ ପୋଲିସ ସମନ୍ଵୟ କମିଟି ବୈଠକ। ଏଥିରେ ପଡ଼ୋଶୀ ରାଜ୍ୟର ପୋଲିସ ଡିଜି ଓ ବରିଷ୍ଠ ପୋଲିସ ଅଧିକାରୀ ସାମିଲ ହେବେ। ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା। ମାଓ ଅଧ୍ୟୁଷିତ ଜିଲ୍ଲାରେ ନିର୍ବାଚନ ପରିଚାଳନା ନେଇ ପଡ଼ୋଶୀ ରାଜ୍ୟର ପୋଲିସ, ଗ୍ରେହାଉଣ୍ଡ, ସିଆରପିଏଫର ସମନ୍ଵୟ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବ। ମାଓ ହିଂସା, ଅପରାଧିକ କାର୍ୟ୍ୟକଳାପ, ନିଶା କାରବାର, ଟଙ୍କା ବାଣ୍ଟିବା ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପଡ଼ୋଶୀ ରାଜ୍ୟ ସହ ଆଲୋଚନା କରାଯିବ। ନିକଟରେ ଓଡ଼ିଶା ଗସ୍ତରେ ଆସି ରାଜ୍ୟରେ ନିର୍ବାଚନ ସମ୍ପର୍କିତ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଥିଲେ ନିର୍ବାଚନ କମିଶନ। ଏହାପରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମନ୍ଵୟ କମିଟି ବୈଠକ ବସୁଛି।
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…