ଭୁବନେଶ୍ବର(କେନ୍ଯୂଜ୍): IPS ଅରୁଣ କୁମାର ରାୟଙ୍କୁ ଅଗ୍ନିଶମ ଓ ହୋମ୍ଗାର୍ଡ DG ଦାୟିତ୍ୱ। ୧୯୮୮ ବ୍ୟାଚର ବରିଷ୍ଠ IPS ଅରୁଣ କୁମାର ରାୟ। ସ୍ପେଶାଲ ଡିଜି କମ୍ୟୁନିକେସନ ଅଛନ୍ତି ଅରୁଣ କୁମାର ରାୟ।
ନିଜ ମୂଳ ଦାୟିତ୍ୱ ସହ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଥିବା ଏମ୍ ଅକ୍ଷୟ ଅବସର ନେଇଛନ୍ତି।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…