କେନ୍ୟୁଜ୍(ବ୍ୟୁରୋ): ଦୁଇ ଆପିଏସଙ୍କୁ ନୂଆ ଦାୟିତ୍ବ। ଆପିଏସ ହିମାଂଶୁ ଲାଲଙ୍କୁ ଡିଆଇଜି ପଦକୁ ପଦନ୍ନୋତି। ବର୍ତ୍ତମାନ GA ଓ PG ବିଭାଗର ଆଇଜି ଭାବେ କାର୍ଯ୍ୟରତ ଅଛନ୍ତି। ସେହିପରି ବରିଷ୍ଠ ଆଇପିଏସ ବିଜୟ କୁମାର ଶର୍ମାଙ୍କୁ ପିଣ୍ଟ୍ରିଂ ଷ୍ଟେଷନାରୀ ଓ ପବ୍ଲିକେସନ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ବ ଦିଆଯାଇଛି। ବର୍ତ୍ତମାନ ସେ ଗୃହ ବିଭାଗର ଓଏସଡି ଅଛନ୍ତି। ଦୁଇ ଅଧିକାରୀଙ୍କୁ ନୂଆ ଦାୟିତ୍ୟ ମିଳିଥିବାର ଗୃହ ବିଭାଗ ବିଜ୍ଞପ୍ତି ଜାରି କରିଛି ।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…