ରାଜ୍ୟ

ଯାଜପୁର: ଦାନଗଦି ଛକ ଉପରେ ଜଳିଗଲା ଆଇରନ ବୋଝେଇ ଟ୍ରକ, ନିଆଁକୁ ଆୟତ୍ତ କଲା ଦମକଳ ବାହିନୀ

ଯାଜପୁର ରୋଡ(କେନ୍ୟୁଜ):  ଯାଜପୁର ରୋଡ଼ ଦାନଗଦି ଛକ ଉପରେ ଜଳିଗଲା ଆଇରନ ବୋଝେଇ ଟ୍ରକ । ଗାଡିର ଡ୍ରାଇଭର ରାସ୍ତାକଡ଼ରେ ଗାଡି ରଖି ଟାୟାର ମରାମତି କରୁଥିବାବେଳେ ହଠାତ ଟ୍ରକଟି ଜଳିଉଠିଥିଲା ।

ଟ୍ରକ ଜଳିବା ଦେଖି ଲୋକେ ଦାନଗଦି ଦମକଳ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଦମକଳ ବାହିନୀ ଆସି ନିଆଁକୁ ଆୟତ୍ତ କରିଛି । ଗାଡ଼ିଟି ଜଳିବା ସମୟରେ ଡ଼ୁବୁରୀ ଯାଜପୁର ରୋଡ଼ ରାସ୍ତା ବନ୍ଦ ସମ୍ପୁର୍ଣ୍ଣ  ରହିଥିବାରୁ ଏ ଘଟଣା ରେ କେହି ଆହତ ହୋଇନଥିବା ସୂଚନା ମିଳିଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

2 hours ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

3 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago