Categories: ରାଜ୍ୟ

ଓଡ଼ିଶାରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ, ଆଇଆଇଟିର ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ଭୁବନେଶ୍ୱର: ଓଡ଼ିଶାରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ । ଭୁବନେଶ୍ୱର ଆଇଆଇଟିର ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ସମାବର୍ତ୍ତନ ଉତ୍ସବରେ ଦୀକ୍ଷାନ୍ତ ଅଭିଭାଷଣ ରଖିବେ ଇସ୍ରୋ ମୁଖ୍ୟ । ଏହି ଉତ୍ସବରେ ୩ ଜଣଙ୍କୁ ସ୍ୱର୍ଣ୍ଣ ପଦକ ଓ ୧୫ ଜଣଙ୍କୁ ରୌପ୍ୟ ପଦକ ପ୍ରଦାନ କରାଯିବ । ୩୫୬ ଜଣଙ୍କୁ ଡିଗ୍ରୀ ମିଳିବାକୁ ଥିବା ବେଳେ ୩୨ ଜଣଙ୍କୁ ପିଏଚ୍‌ଡି, ୧୦୫ ଜଣଙ୍କୁ ଏମ୍‌ଟେକ୍‌, ୬୭ ଜଣଙ୍କୁ ଏମ୍‌ଏସ୍‌ସି ଓ ୧୫୨ ଜଣ ବିଟେକ୍‌ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବ ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

1 min ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

16 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

28 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

29 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago