Categories: ରାଜ୍ୟ

ଯାଜପୁରରେ ତୃତୀୟ ବିବାହ ମାମଲା: ପୀଡ଼ିିତା ସବିନା ବିବିଙ୍କୁ ହତ୍ୟା ଧମକ, ଦେଢଶୁର ଓ ଶ୍ୱଶୁରକୁ ଗିରଫ କଲା ପୋଲିସ୍

ଯାଜପୁର: ମାମଲାକୁ ପ୍ରତ୍ୟାହାର ନକଲେ ଜୀବନରୁ ମାରିଦେବାକୁ ଧମକ । ତୃତୀୟ ବିବାହ ମାମଲାରେ ନ୍ୟାୟ ଲାଗି ସବିନା ବିବି ଯାଜପୁର ଏସ୍‌ପିଙ୍କୁ ଭେଟିଲା ପରେ ପୋଲିସ ଦେଢଶୁର ଓ ଶାଶୁଙ୍କୁ ଗିରଫ କରିଛି । ଦୁହିଁଙ୍କୁ ଗିରଫ ପରେ ମାମଲାକୁ ପ୍ରତ୍ୟାହାର କରିବା ଲାଗି ପୀଡିତାଙ୍କ ଘରେ ପଶି କିଛି ଦୁର୍ବୁତ ଜୀବନରୁ ମାରିଦେବାକୁ ଧମକ ଦେଇଛନ୍ତି । ନିଜର ଏବଂ ଦୁଇ ବର୍ଷର ଝିଅ ସହ ପୁରା ପରିବାରକୁ ସୁରକ୍ଷା ଦେବାକୁ ସବିନା ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ସେମାନଙ୍କୁ ସୁରକ୍ଷା ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଭୟବିତ ହୋଇଛନ୍ତି ପୀଡିତାଙ୍କ ପରିବାର । ଅଭିଯୁକ୍ତ ସ୍ୱାମୀ ଫେରାର ଥିବାରୁ ନିଜକୁ ସୁରକ୍ଷିତ ମଣୁନଥିବା ଅଭିଯୋଗ କରିଛନ୍ତି ପୀଡିତା ଓ ତାଙ୍କ ପରିବାର ।

KNews Bureau

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

5 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

14 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

14 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

32 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

32 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

36 mins ago