ପୁରୀ (କେନ୍ୟୁଜ): ପୁଣି ଖାକିରେ ଲାଗିଲା ଦାଗ। ମହାଧାର୍ମିକ ମାସ ପଞ୍ଚୁକରେ ପୋଲିସର ଭକ୍ତଙ୍କୁ ଆକ୍ରମଣ। ଶ୍ରୀମନ୍ଦିର ଜଗମୋହନ ଭିତରେ ହବିଷ୍ୟାଳୀଙ୍କୁ ମାଡ। ପୋଲିସ ମାଡରେ ଜଣେ ହବିଷ୍ୟାଳୀଙ୍କ ଫାଟିଲା ମୁଣ୍ଡ। ଗୁରୁତର ଅବସ୍ଥାରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି। ଗୁରୁତର ହବିଷ୍ୟାଳୀ ବ୍ରହ୍ମପୁର ଅଞ୍ଚଳର ମାଧୁରୀ ଦାସ।
ତେବେ କେଉଁ କାରଣରୁ ମହିଳାଙ୍କ ପୁଲିସ କର୍ମଚାରୀ ମାଡ ମାରିଲେ ତାହା ସ୍ପଷ୍ଟ ହୋଇନାହିଁ । ଖବର ପାଇ ପୁରୀ ଏସପି ଓ ବରିଷ୍ଠ ଅଧିକାରୀ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଶ୍ରୀମନ୍ଦିରରେ ନିୟୋଜିତ ପୁଲିସ କର୍ମଚାରୀଙ୍କୁ ଆଚରଣକୁ ନେଇ ପ୍ରଶ୍ନ ଉଠିଛି । ଦର୍ଶନ ପାଇଁ ଆସିଥିବା ଜଣେ ବୟସ୍କ ମହିଳାଙ୍କୁ ପୁଲିସ ମାଡ ମାରିବା ଘଟଣାକୁ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧାଳୁ ।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…