ଆଜିଠୁ ବଦଳିବ ପାଗ: ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ବିଜୁଳି ଘଡ଼ଘଡି ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ବଦଳିବ ପାଗ। ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡି ସମ୍ଭାବନା ଥିବାରୁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଏବଂ ବରଗଡ଼କୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୮ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.