ରାଜ୍ୟ

ଫିକା ପଡ଼ିପାରେ ହୋଲି ! ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ପାଗରେ ହେଲା ପରିବର୍ତ୍ତନ । ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ । ହେଲେ ଫିକା ପଡ଼ିପାରେ ହୋଲି । ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାରେ ବର୍ଷା ହୋଇପାରେ । ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବ । ଗତ ୨୪ ଘଣ୍ଟା ଭିତରେ ବାଲେଶ୍ୱର, ଗୋପାଳପୁର, ପୁରୀ ଓ ଚାନ୍ଦବାଲିରେ ବର୍ଷା ହୋଇଛି । ବାଲେଶ୍ୱରରେ ୮.୬, ଚାନ୍ଦବାଲିରେ ୬.୪ ଓ କୋରାପୁଟରେ ୯.୪ ମିଲିମିଟର ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

31 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

33 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago