ବରଗଡ଼ରେ ଆଇଟିର ଚଢ଼ାଉ : ଏକକାଳୀନ ୮୦ଟି ସ୍ଥାନରେ ରେଡ୍

ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ । ବରଗଡ଼ ଜିଲ୍ଲାର ଦଶଟି ସ୍ଥାନରେ କେନ୍ଦ୍ରୀୟ ଆୟକର ବିଭାଗର ଚଢ଼ାଉ । ଜିଲ୍ଲାର କିଛି ଦୋକାନ, ଅଏଲ ପ୍ଲାଣ୍ଟ ଉପରେ ଚଢ଼ାଉ କରିଛି ବିଭାଗ ।

ବରଗଡ଼ (କେନ୍ୟୁଜ): ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ । ବରଗଡ଼ ଜିଲ୍ଲାର ଦଶଟି ସ୍ଥାନରେ କେନ୍ଦ୍ରୀୟ ଆୟକର ବିଭାଗର ଚଢ଼ାଉ । ଜିଲ୍ଲାର କିଛି ଦୋକାନ, ଅଏଲ ପ୍ଲାଣ୍ଟ ଉପରେ ଚଢ଼ାଉ କରିଛି ବିଭାଗ । ସଁୟାସ୍ଥିତ ବାଲଗୋପାଳ ଅଏଲ୍ ମିଲରେ ବି ରେଡ୍ ହୋଇଛି । ଲିଙ୍କରେ ଥିବା ସିଏ ଓ ଅନ୍ୟାନ୍ୟ ସ୍ଥାନରେ ଚଢାଉ ଚାଳିଛି । ବରଗଡ଼ ଜିଲ୍ଲା ସମେତ ରାଜ୍ୟ ର ୮୦ଟି ସ୍ଥାନରେ ଚଢ଼ାଉ ହେଉଥିବା ଆୟକର ବିଭାଗ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.