ରାଜ୍ୟରେ ଆଜିଠୁ ଦୁଇ ଦିନ ପାଗ ଶୁଖିଲା ଓ ଖରାଟିଆ ରହିବ, ୨୧ରୁ ପୁଣି ବର୍ଷିବ

ଭୁବନେଶ୍ୱର(କେନ୍ୟୁଜ୍):  ୨୧ରୁ ପୁଣି ବର୍ଷିବ । ଦୁଇ ଦିନ ପାଗ ଶୁଖିଲା ଓ ଖରାଟିଆ ରହିବ । କିଛି ସ୍ଥାନରେ ସ୍ୱଳ୍ପ ବର୍ଷାର ସମ୍ଭାବନା ରହିଛି । ୨୧ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ । ପାଣିପାଗ କେନ୍ଦ୍ର କହିଛି, ଆସନ୍ତା ଦୁଇ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ।

୨୧ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ ପୁଣି ଆରମ୍ଭ ହୋଇଯିବ । ବିଶେଷକରି ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.