ରାଜ୍ୟ

କାଳ ହେଲା ମୋବାଇଲ୍ ଗେମ୍ , ବେକ କାଟି ଦେଲେ ଯୁବକ

ଅନୁଗୁଳ (କେନ୍ୟୁଜ): କାଳ ହେଲା ମୋବାଇଲ୍ ଗେମ୍ । ବେକ କାଟି ଦେଲେ ଯୁବକ । ମୋବାଇଲରେ ଫ୍ରି ଫାୟାର ଗେମ୍ ଖେଳି ଜଣେ ଯୁବକ ବେକ କାଟି ଦେଇଛନ୍ତି । ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଜେରେଙ୍ଗ ଗାଁରେ ଏହି ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତାଙ୍କ ନାଁ ସୌମ୍ୟରଞ୍ଜନ ନାଏକ ।

ଅନଲାଇନ୍ ଗେମ୍ ଜନିତ ଆତ୍ମହତ୍ୟା ଘଟଣା ବଢିବା ପରେ କେନ୍ଦ୍ର ସରକାର ବ୍ଲୁ ହ୍ୱେଲ, ପବ୍ ଜି ଭଳି ଅନେକ ଗେମିଂ ଆପ୍‌କୁ ଦେଶରେ ବ୍ୟାନ୍ କରିଛନ୍ତି। ଏହାସତ୍ତ୍ୱେ ବିକଳ୍ପ ଗେମିଂ ଆପ୍ ସହଜରେ ଆସିଯାଉଥିବାରୁ ମୋବାଇଲ୍ ଗେମ୍ ପୁଣିଥରେ ମୃତ୍ୟୁର ପଞ୍ଝା ସାଜି ପିଲାଙ୍କଠୁ ଯୁବକଙ୍କ ନିକଟରେ ପହଞ୍ଚି ଯାଉଛି ।

 

 

Barsha

Recent Posts

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

5 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

8 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

20 mins ago

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

38 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

42 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

49 mins ago