ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ବିରୋଧୀଙ୍କ ରଣନୀତି। ଆଜିଠାରୁ ବିଜେପି ଯୁବମୋର୍ଚ୍ଚା ଆରମ୍ଭ କରିଛି ‘ଜବାବ ମାଗୁଛି ଓଡ଼ିଶା’ ରଥ କାର୍ଯ୍ୟକ୍ରମ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ, ଜୁଏଲ୍ ରାମ୍ ଓ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ବରମୁଣ୍ଡା ପଡିଆରୁ ଆନ୍ଦୋଳନର ଶୁଭାରମ୍ଭ ହୋଇଛି। ରାଜ୍ୟର ସାଢେ ୪କୋଟି ଲୋକଙ୍କ ପାଖରେ ଏହା ପହଞ୍ଚିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି କହିଛି ବିଜେପି। ରାଜ୍ୟର ୧୪୭ ବିଧାନସଭା ସମେତ ଗାଁ, ପଞ୍ଚାୟତ ଓ ବ୍ଲକ ସବ଼ଡିଭିଜନରେ ପହଞ୍ଚିବ। ଏହି ରଥ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯିବ।
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…