ରାଜ୍ୟ

ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ମିଳିଲା ଜାମିନ୍‌, ସର୍ତ୍ତମୂଳକ ବେଲ୍ ଦେଲେ ହାଇକୋର୍ଟ

ଭୁବନେଶ୍ୱର (କେନ୍ୟୁଜ): ଅର୍ଚ୍ଚନା ନାଗଙ୍କ ସ୍ୱାମୀଙ୍କୁ ମିଳିଲା ଜାମିନ୍‌ । ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ୍‌ ଦେଲେ ହାଇକୋର୍ଟ । ଖଣ୍ଡିଗିରି ଥାନାରେ ଶ୍ରଦ୍ଧାଞ୍ଜଳି କରିଥିବା ମାମଲାରେ ଜାମିନ୍‌ ମିଳିଛି । ୩ଟି ମାଲାରୁ ମାତ୍ର ଗୋଟିଏ ମାମଲାରେ ଜଗବନ୍ଧୁଙ୍କୁ ସର୍ତ୍ତମୂଳକ ଜାମିନ୍‌ ମିଳିଛି । ଏବେ ଝାରପଡ଼ା ଜେଲରେ ଅଛନ୍ତି ଜଗବନ୍ଧୁ ଚାନ୍ଦ ।

ଖବର ଅନୁଯାୟୀ, ବ୍ଲାକମେଲିଂ ଓ ଆର୍ଥିକ ହେର୍‌ଫେର୍‌ ମାମଲାରେ ଗିରଫ ହୋଇଛନ୍ତି ଅର୍ଚ୍ଚନା । ତାପରେ ତାଙ୍କ ସହଯୋଗ କରିବା ଅଭିଯୋଗରେ ସ୍ୱାମୀ ଜଗବନ୍ଧୁ ଏବଂ ଖଗେଶ୍ୱରଙ୍କୁ ଗିରଫ କରିଥିଲା ପୋଲିସ । ସେବେଠାରୁ ସମସ୍ତ ଜେଲ୍‌ରେ ଅଛନ୍ତି । ଏହିକ୍ରମରେ ଆର୍ଥିକ ହେରଫେର୍‌ ନେଇ ଇଡି ମଧ୍ୟ ତଦନ୍ତ କରୁଛି ।

 

Barsha

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

4 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

20 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

33 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

42 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

45 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago