Categories: ରାଜ୍ୟ

ଟନେଲରେ ଫଶିରହିଲା ଜଗଦଲପୁର ଭୁବନେଶ୍ୱର ହୀରାଖଣ୍ଡ ଏକ୍ସପ୍ରେସ୍‌

କୋରାପୁଟ(କେନ୍ଯୁଜ୍) : ଟନେଲରେ ଫଶି ରହିଲା ଟ୍ରେନ୍‌ । କୋରାପୁଟ ଟିକିରି ରାଉଳିଠାରେ ୮ ନମ୍ବର ଟନେଲ ଭିତରେ ଫଶି ରହିଥିଲା ଜଗଦଲପୁର ଭୁବନେଶ୍ୱର ହୀରାଖଣ୍ଡ ଏକ୍ସପ୍ରେସ୍‌ । ଟନେଲ ଭିତରେ ଅଧରାତିରେ ୫ ଘଣ୍ଟାରୁ ଅଧିକ ସମୟ ଅଟକି ରହିଥିଲା । ଜଗଦଲପୁରରୁ ଭୁବନେଶ୍ୱର ଆସୁଥିବା ହୀରାଖଣ୍ଡ ଏକ୍ସପ୍ରେସ୍‌ ଗତକାଲି ରାତି ୮ଟା ୩୫ରୁ ରାତି ସାଢେ ଗୋଟାଏ ପର୍ଯ୍ଯନ୍ତ ଫଶି ରହିଥିଲା ।

ଟନେଲ ଭିତରେ ଦୀର୍ଘ ଘଣ୍ଟା ଫଶି ରହିଥିବାରୁ ଯାତ୍ରୀମାନେ ଅଣନିଶ୍ୱାସୀ ହୋଇଥିବା ଅଭିଯୋଗ ହୋଇଛି । ତେବେ ଓଏଚ୍‌ଇର ତ୍ରୁଟି ଯୋଗୁ ଏପରି ହୋଇଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ଟ୍ରେନ୍‌ଟି ୬ ଘଣ୍ଟାରୁ ଅଧିକ ସମୟ ବିଳମ୍ବରେ ଚାଲିଛି ।

 

 

KNews Bureau

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

12 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

25 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

25 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

10 hours ago