ରାଜ୍ୟ

ରାସ୍ତା ତଳକୁ ଖସିଲା କୋଲକାତାରୁ ଭୁବନେଶ୍ୱର ଆସୁଥିବା ଜଗାକାଳିଆ ବସ୍, ୨୨ ଯାତ୍ରୀ ଆହତ

ଭଦ୍ରକ(କେନ୍ୟୁଜ): ଟ୍ରକକୁ ଧକ୍କା ଦେଲା ବସ୍‌, ୨୨ ଆହତ । ୧୬ ନମ୍ବର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ପାଳଦା ବାଙ୍କ ନିକଟରେ ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହି ବସ୍‌। କୋଲକତାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏହି ବସ୍‌ ଟ୍ରକକୁ ଧକ୍କା ଦେଇ ରାସ୍ତା କଡ଼ରୁ ଢଳି ପଡ଼ିବାରୁ ପ୍ରାୟ ୨୨ ଜଣ ଆହତ ହୋଇଛନ୍ତି।

ସେମାନଙ୍କ ମଧ୍ୟରୁ ୪ଜଣ ଗୁରତର ହେବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Sonalisa

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

7 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

22 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

37 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

47 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

58 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago