ରାଜ୍ୟ

ASI ସୁପରିଟେଣ୍ଡେଣ୍ଟଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲା ଜଗନ୍ନାଥ ସେନା, ଲିଙ୍ଗରାଜ ଥାନାରେ ଦେଲା ଏତଲା

ଭୁବନେଶ୍ବର(କେନ୍ୟୁଜ୍):ପ୍ରତ୍ନତତ୍ତ୍ୱ ବିଭାଗ ସୁପରିଟେଣ୍ଡେଟଙ୍କ ବିରୋଧରେ ଲିଙ୍ଗରାଜ ଥାନାରେ ଏତଲା ଦେଲା ଜଗନ୍ନାଥ ସେନା । ନିଜ କର୍ତ୍ତବ୍ୟ ଠିକ ଭାବରେ ତୁଲାଇ ନାହାନ୍ତି ସୁପରିଟେଣ୍ଡେଟ । ବିନା ଅନୁମତିରେ କିପରି ଶ୍ରୀ ମନ୍ଦିର ଚତଃପାର୍ଶ୍ବରେ ବେଆଇନ ଭାବେ ଖନନ କରାଗଲା? ରାଜ୍ୟ ସରକାରଙ୍କ ସହିତ ମଧୁ ଚନ୍ଦ୍ରିକା ଚାଲିଛି ନାଁ କେନ୍ଦ୍ର ମନ୍ତ୍ରୀଙ୍କ ଚାପ ରହିଛି ତାହା ସ୍ପଷ୍ଟ ହେବା ଦରକାର ବୋଲି ପ୍ରିୟଦର୍ଶୀ ମହାନ୍ତି କହିଛନ୍ତି।

ଜଗନ୍ନାଥ ସେନାର ଆବାହକ କହିଛନ୍ତି ଶ୍ରୀମନ୍ଦିର ସୁରକ୍ଷା ଆମର ପ୍ରାଥମିକତା। କଣ ପାଇଁ ପ୍ରତ୍ନତତ୍ତ୍ୱ ବିଭାଗ କୌଣସି କାର୍ଯ୍ୟନୁଷ୍ଠାନ ନେଉନାହାନ୍ତି? ଯେହେତୁ ପ୍ରତ୍ନତତ୍ତ୍ୱ ବିଭାଗ ସୁପରିଟେଣ୍ଡେଟଙ୍କ କାର୍ଯ୍ୟଳୟ ଲିଙ୍ଗରାଜ ଥାନା ଅଧୀନରେ ଯାଉଛି ତେଣୁ ଆମେ ଏହି ଥାନାରେ ଏତଲା ଦେଲୁ। ଆମସାର ଆକ୍ଟ ୧୯୫୮,୩୦(ଗ) ଆଇପିସି ଧାରା ୧୬୬ ଅନୁଯାୟୀ ସେ ଦଣ୍ଡିତ ହେବା କଥା କିନ୍ତୁ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ । ଯେହେତୁ ନିଜ କର୍ତ୍ତବ୍ୟ ଠିକ ଭାବରେ ତୁଲାଇ ନାହାନ୍ତି ତାଙ୍କ ଉପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଛି ଜଗନ୍ନାଥ ସେନା ।

 

 

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

50 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago