ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟୀ କଲେକ୍ଟର, ଏକକାଳୀନ ୯ଟି ସ୍ଥାନରେ ଚାଲିଛି ରେଡ୍‌

ଜଗତସିଂହପୁର(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟୀ କଲେକ୍ଟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟୀ କଲେକ୍ଟର ଚିତ୍ତରଞ୍ଜନ ପିଲା।

ଏକକାଳୀନ ୯ଟି ସ୍ଥାନରେ ରେଡ୍‌ ଚାଲିଛି। ଚଢ଼ାଉରେ ସାମିଲ ଅଛନ୍ତି ୨ ଜଣ ଡିଏସପି, ୧୪ ଜଣ ଇନିସପେକ୍ଟର, ୬ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.