ରାଜ୍ୟ

ଯାଜପୁର: ଟ୍ରକ ପଛରେ ପିଟି ହେଲା ବାଇକ୍‌, ଜଣେ ମୃତ

ଯାଜପୁର: ଟ୍ରକ ପଛରେ ପିଟି ହେଲା ବାଇକ୍। ଘଟଣାସ୍ଥଳରେ ଜଣେ ମୃତ। ମୃତକ ଜଣକ ମୁର୍ସିଦାବାଦ ଅଞ୍ଚଳର ହାସନ ଅଲ୍ଲୀ ମଣ୍ଡଳ ବୋଲି ଜଣାପଡ଼ିଛି। ରିପୋର୍ଟ ମୁତାବକ, ଯାଜପୁର ୧୬ନଂ ଜାତୀୟ ରାଜପଥ ରଥିଆ ଛକ ନିକଟରେ ଟ୍ରକ ପଛରେ ବାଇକ୍‌ ପିଟି ହୋଇଛି। ଫଳରେ ବାଇକ ଆରୋହୀ ହାସନ ଅଲ୍ଲୀ ମଣ୍ଡଳଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡି ଜବତ କରି ତଦନ୍ତ କରୁଥିବା ଜଣାଯାଇଛି।

WCW 11

Recent Posts

କବାଟ ତାଡ଼ି ସୁନା ଲୁଟିନେଲେ ଦୁର୍ବୃତ୍ତ, ପୋଲିସ ତଦନ୍ତ ଜାରି

ତାଳଚେର : କବାଟ ତାଡ଼ି ସୁନା ଲୁଟିନେଲେ ଦୁର୍ବୃତ୍ତ । ତାଳଚେର ବାଘମରାଠାରେ ହୋଇଛି ଏହି ଚୋରି । ଘରେ…

30 mins ago

ସଲମାନ ଖାନଙ୍କୁ ଜୀବନରୁ ମାରିଦେବାକୁ ଧମକ, FIR ପଞ୍ଜିକୃତ; ରାଜସ୍ଥାନରୁ ଅଭିଯୁକ୍ତ ଗିରଫ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କୁ ପୁଣି ମିଳିଛି ହତ୍ୟା ଧମକ । ଏହି ଘଟଣାରେ ମୁମ୍ବାଇ ସାଉଥ୍‌ ସାଇବର ଥାନାରେ…

36 mins ago

ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାମ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାମ । ତିନି ରଥର…

55 mins ago

ଗ୍ରୀଷ୍ମ ଋତୁରେ ଶରୀରରେ ଦେଖାଦେଇ ପାରେ ଭିଟାମିନ୍‌ Dର ଅଭାବ, ବୟସ୍କ ଲୋକଙ୍କୁ ରହିଥାଏ ଅଧିକ ବିପଦରେ

ବର୍ତ୍ତମାନ ସମସ୍ତ ସ୍ଥାନରେ ପ୍ରବଳ ଖରା ହେଉଛି । ଲୋକମାନଙ୍କ ପାଇଁ ଏହି ଗରମ ସହିବ ବହୁତ କଷ୍ଟକର ହୋଇପଡିଛି…

59 mins ago

ଆଜି ହେଉଛି ତିନି ଦିନିଆ ରଜ ଉତ୍ସବର ଶେଷ ଦିନ, ଆସନ୍ତାକାଲି ବସୁମତି ସ୍ନାନ

ରାତି ପାହିଲେ ହେବ ବସୁମତୀ ସ୍ନାନ । ତେଣୁ ଆଜି ହେଉଛି ସେହି ରଜ ପର୍ବର ଶେଷ ଦିନ ।…

1 hour ago

ଜମି ଜମା ବିବାଦକୁ ନେଇ କରୁଣ ପରିଣିତି, ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା

ମୟୁରଭଞ୍ଜ : ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ଭୁଲିଗଲା ସବୁ ସମ୍ପର୍କ । ପିଲାଦିନେ ଯେଉଁ…

1 hour ago