ଯାଜପୁର ରୋଡ ( କେ ନ୍ୟୁଜ) : ଯାଜପୁର ରୋଡ ସ୍ଥିତ ଅନ୍ନପୂର୍ଣା ବାଳାଶ୍ରମରେ ନୁଆ ବର୍ଷ ସହିତ ନିଜର ଜନ୍ମ ଦିନ ପାଳନ କରିଛନ୍ତି ଏସ୍ ପି ଚରଣ ସିଂ ମୀନା ବାଳାଶ୍ରମର ଅନାଥ ଶିଶୁ ମାନଙ୍କ ସହ ନିଜର ଜନ୍ମଦିନ ମନାଇବାକୁ ଶ୍ରି ମୀନା ସନ୍ଧ୍ୟାରେ ବାଳାଶ୍ରମରେ ସପରିବାରେ ପହଂଚି ପିଲା ମାନଙ୍କ ସହ ସମୟ ଅତିବାହିତ କରିବା ସହ କେକ ମଧ୍ଯ କାଟିଥିଲେ। ଶିଶୁ ମାନଙ୍କୁ ମିଷ୍ଟାନ୍ନ ଓ ଚକୋଲେଟ୍ ବଣ୍ଟନ କରିବା ସହ ନିଜ ଭଳି ସେମାନଙ୍କ ଜନ୍ମ ଦିନ ସେ ପାଳନ କରିବେ ବୋଲି ପ୍ରତିଶ୍ରୁତି ଦେବା ସହ ମନ ଦେଇ ପାଠ ପଢିବାକୁ ପରାମର୍ଶ ଦେଇଥିଲେ ।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…