Categories: ରାଜ୍ୟ

ଗଜପତି ଏସ୍‌ପିଙ୍କ ପରେ ଏବେ ଚର୍ଚ୍ଚାରେ ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ, ସବୁଜ ବନାନୀ ପାଇଁ ନିଜେ ଗୀତ ଲେଖି କରୁଛନ୍ତି ସଚେତନ

ଗଜପତି(କେନ୍ୟୁଜ୍): ଗଜପତି ଏସ୍‌ପି ସାରା ଶର୍ମାଙ୍କ ପରେ ଚର୍ଚ୍ଚାରେ ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ । ବାତ୍ୟା ଫନି ପରେ ଧରାଶାୟୀ ହୋଇଛି ଲକ୍ଷାଧିକ ଗଛ । ପୁଣିଥରେ ସବୁଜିମା ସୃଷ୍ଟି କରିବାକୁ ସଚେତନତା ସୃଷ୍ଟି କରିବାକୁ ବିିଭିନ୍ନ ମହଲରେ ଚାଲିଛି ପ୍ରୟାସ । ଆଉ ଏହି ଅଭିଯାନରେ ନିଜକୁ ନିଆରା ଶୈଳୀରେ ସାମିଲ କରିଛନ୍ତି ରଞ୍ଜନ କୁମାର ଦାସ ।

ସବୁଜ ବନାନୀ ପାଇଁ ନିଜେ ଗୀତ ଲେଖି ତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଉଦ୍ୟମ ଚଳାଇଛନ୍ତି । ସେହି ଗୀତର ରେକଡିଂ କଟକ ମିଲନ ଷ୍ଟୁୁଡିଓରେ ହୋଇଛି । ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ଦିନେଶ ମଲ୍ଲିକ । କଣ୍ଠଦାନ କରିଛନ୍ତି ଓଲିଉଡ ସିଙ୍ଗର ହ୍ୟୁମାନ ସାଗର ।

KNews Bureau

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

6 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

7 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

11 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

34 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

41 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

48 mins ago