Categories: ରାଜ୍ୟ

ଜଳକର ପୈଠ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉନ୍ମୋଚନ କଲେ ଜଳସାଥୀ ଆପ୍‌

ଭୁବନେଶ୍ବର (କେନ୍ଯୁଜ୍) : ଜଳକର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫୬୦ଟଙ୍କା ଜଳକର ବାବଦକୁ ମୁଖ୍ୟମନ୍ତ୍ରୀ ପୈଠ କରିଛନ୍ତି । ଭୁବନେଶ୍ୱର ରେଳ ଅଡିଟୋରିୟମ୍‌ରେ ଜଳସାଥୀର ଶୁଭାରମ୍ଭ ହୋଇଛି। ଜଳସାଥୀ ଆପ୍‌ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଜଳ କର ଆଦାୟ କରିବେ SHG ମହିଳା। ୧୧୪ପୌରାଞ୍ଚଳରେ ଜଳକର ଆଦାୟକ ରିବେ ଜଳସାଥୀ। ଜଳସାଥୀଙ୍କୁ ପରୀକ୍ଷଣ କିଟ୍‌ ଓ POS ଯୋଗାଇ ଦିଆଯିବ। ଜଳସାଥୀଙ୍କ ହାତରେ ଦୈନିକ ୧୦୦କୋଟି ଲିଟର ଜଳ ପରିଚାଳନା ଦାୟିତ୍ୱ ରହିବ। ଏନେଇ WATCO ଓ ALF ସଂସ୍ଥା ସହ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ପର୍ଯ୍ୟାୟକ୍ରମେ ରାଜ୍ୟବ୍ୟାପୀ ୫ହଜାରରୁ ଅଧିକ ଜଳସାଥୀ ସାମିଲ ହେବେ। ଏହାଦ୍ୱାରା ୧୨ଲକ୍ଷରୁ ଅଧିକ ପରିବାର ସୁବିଧା ପାଇବେ। ରାଜ୍ୟର ସମସ୍ତ ୧୧୪ପୌରାଞ୍ଚଳର ୭୦ଲକ୍ଷରୁ ଅଧିକ ଲୋକଙ୍କୁ ଏହି ସେବା ମିଳିବ ।

KNews Bureau

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 min ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 min ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

19 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

19 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

24 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

46 mins ago