ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ଅଘଟଣ: ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍‌

ବଲାଙ୍ଗିର(କେନ୍ୟୁଜ୍): ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍‌ । ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ଅଘଟଣ । ବଲାଙ୍ଗିର ଜିଲ୍ଲା ଆଗଲପୁର ବାଳକ ଉଚ୍ଚ ବିଦ୍ୟାଳୟରେ ଏହି ଘଟଣା ଘଟିଛି । ଗୁରୁତର ହେଉଛନ୍ତି ନବମ ଶ୍ରେଣୀ ଛାତ୍ର ।

ତାଙ୍କ ନାଁ ସଦାନନ୍ଦ ମେହେର । ତାଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗର ମେଡିକାଲରେ ଭର୍ତ୍ତି କରାଯାଇଛି । କେମିତି ଓ କେଉଁ ପରିସ୍ଥିତିରେ ଜାଭେଲିନ୍‌ ପଶିଲା ଜଣା ପଡିନି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.