କନ୍ଧମାଳ(କେନ୍ୟୁଜ୍): ସିଆରପିଏଫ ଯବାନ ମାନଙ୍କ ପାଇଁ ବଞ୍ଚିଗଲା ୬୫ ବର୍ଷ ବୟସର ବୃଦ୍ଧାଙ୍କ ଜୀବନ । ଅସୁସ୍ଥତା ହେତୁ ଜଙ୍ଗଲରେ ପଡ଼ି ରହିଥିଲା ବୃଦ୍ଧା। ଏହା ଦେଖି ସିଆରପିଏଫ ଯବାନ ମାନେ ପ୍ରାୟ ତିନି କିଲୋମିଟର ଭାରରେ ବୋହି ଆଣିଥିଲେ । ପରେ ନିଜ ଗାଡିରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଚିକିତ୍ସା କରାଇଥିଲେ । ଏହି ଘଟଣା ଘଟିଛି ଗୋଛା ପଡ଼ା ଥାନା ବରହଲା ଜଙ୍ଗଲରେ । ଯବାନମାନଙ୍କ ଏଭଳି କାମ ପାଇଁ ଅଞ୍ଚଳବାସୀଙ୍କ ତରଫରୁ ପ୍ରଶଂସା କରାଯାଇଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…