ମାଲକାନଗିରି : ମାଓ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ଯବାନ୍। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ପୁଣି ପଣ୍ଡ ହେଲା ମାଓ ଯୋଜନା। ସୁରକ୍ଷାବାହିନୀକୁ ଟାର୍ଗେଟ କରି ରାସ୍ତାରେ ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ।
ପୋଲିସ ସର୍ଚ୍ଚ ଅପରେସନ୍ ବେଳେ ଲ୍ୟାଣ୍ଡମାଇନ୍ ଠାବ କରି ନିଷ୍କ୍ରିୟ କରିଦେଇଥିଲେ ସୁରକ୍ଷାକର୍ମୀ। ବିସ୍ଫୋରଣ ହୋଇଥିଲେ ସୁରକ୍ଷାକର୍ମୀଙ୍କ ଗାଡି ୨୦ରୁ ୩୦ଫୁଟ ଉପରକୁ ଉଡାଇ କ୍ଷତି ପହଞ୍ଚାଇଥାନ୍ତେ ମାଓବାଦୀ। ଘଟଣାସ୍ଥଳରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…