କାନ୍ଥ ତାଡି ଲୁଟିନେଲେ କୋଟିଏ ଟଙ୍କାର ଅଳଙ୍କାର

ସୋରୋ : କାନ୍ଥ ତାଡି ଲୁଟିନେଲେ କୋଟିଏ ଟଙ୍କାର ଅଳଙ୍କାର । ବାଲେଶ୍ଵର ଜିଲ୍ଲା ସୋର ଥାନା କେଶରୀପୁର ଫଟାଅର୍ଜୁନ ଛକ ସ୍ଥିତ ନୀଳମଣି ଜୁଏଲାରିରୁ ଲୁଟ୍ ।  ଗତକାଲି ଦୋକାନ ବନ୍ଦ କରି ମାଲିକ ଘରକୁ ଯାଇଥିବା ବେଳେ କାନ୍ଥ ତାଡି ୫୦୦ ଗ୍ରାମ ସୁନା ଓ ୫କେଜି ରୁପା ଲୁଟି ନେଇଛନ୍ତି ଦୁର୍ବୃତ୍ତ ।  ନଗଦ ୧୦ହଜାର ଟଙ୍କା ଲୁଟ ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ।  ଅଭିଯୋଗ ପରେ ସୋର ପୋଲିସ ଘଟଣା ସ୍ଥଳରେ ପହଁଚି ଛାନଭିନ କରୁଛି।