ରାଜ୍ୟ

ମହଙ୍ଗା ପଡିଲା ଜେଲ୍‌ରେ ନାଗିନ୍‌ ଡ୍ୟାନ୍ସ , ବଦଳିଲେ ଝାରପଡ଼ା ଜେଲ ସୁପରିଣ୍ଟେଣ୍ଡେଣ୍ଟ

ଭୁବନେଶ୍ବର: ମହଙ୍ଗା ପଡିଲା ଜେଲ୍‌ରେ ନାଗିନ୍‌ ଡ୍ୟାନ୍‌ସ। ବଦଳିଲେ ଝାରପଡ଼ା ଜେଲ ସୁପରିଣ୍ଟେଣ୍ଡେଣ୍ଟ। ସୁପରିଣ୍ଟେଣ୍ଡେଣ୍ଟ ଧୀରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ଜେଲକୁ ବଦଳି କରାଯାଇଛି। ଝାରପଡ଼ା ଜେଲ ନୂଆ ସୁପରିଣ୍ଟେଣ୍ଡେଣ୍ଟ ହେଲେ ସରୋଜ କୁମାର ବିଶ୍ୱାଳ। ସରୋଜ କୁମାର ବିଶ୍ୱାଳ ଏବେ ପୁରୀ ଜେଲ ଦାୟିତ୍ୱରେ ଅଛନ୍ତି।

ବଲାଙ୍ଗିର ଜେଲ ଅଧୀକ୍ଷକ ଉର୍ମିଳା ମିଞ୍ଜଙ୍କୁ ପୁରୀ ଜେଲକୁ ବଦଳି କରାଯାଇଛି। କିଛି ଦିନ ତଳେ ଝାରପଡ଼ା ଜେଲ୍‌ରୁ ୧୩ଟି ମୋବାଇଲ୍‌ ଜବତ କରାଯାଇଛି। ଏହାସହ ଡିଜି ଙ୍କ ନେତୃତ୍ୱରେ ଏକ ସ୍କ୍ଵାର୍ଡ ଗଠନ କରଯାଇଛି। ଝାରପଡ଼ା ଜେଲ୍‌ ସହ ଅନ୍ୟ ଜେଲ୍‌ରେ ମଧ୍ୟ ଚଡାଉ କରାଯାଉଛି। ଭୁବନେଶ୍ୱର ଝାରପଡ଼ା ଜେଲ୍‌ ଭିତରେ ନାଚ ଗୀତ ସାଙ୍ଗକୁ ଗଞ୍ଜେଇ ଆସରର ଭିଡିଓ ଭାଇରାଲ୍‌ ହୋଇଥିଲା। ଏହାର ତଦନ୍ତ ଜାରି ରହିଥିବା ଜେଲ୍‌ ଡିଜି କହିଛନ୍ତି।

Sonalisa

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

11 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

44 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

46 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

53 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago